ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର

 

ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)-
ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍‌ରା ହେଇ ବିପଦ୍‌ ଅବସ୍‌ତାରେ ଥିବାର ରାଏଜ୍‌ ସରକାରକଁର ନଜରକେ ଆସିଥିଲା। ସେ ଘରଯାକ ଭାଂଗି ତାର ଜାଗାରେ ନୂତନ କୁଠା ତିଆରବାକେ ରାଏଜ୍‌ ସରକାର ଅନୁଦାନ ଯୁଗେଇ ଦେଇଥିଲେ। ସେ ହିସାବେ କଣ୍ଟାମାଳ ବ୍ଲକ ଗୁଡ଼ଭେଲିପଦର ଗଁାର ଅଙ୍ଗନଓ୍ବାଡି ୨ରେ ଥିବାର ଆଜ୍‌ବେଷ୍ଟସ୍‌ ଘର ଭାଂଗି ସେଠାନେ ନୂତନ କୁଠା ତିଆରି କାମ୍‌ ଆରମ୍‌ ହେଇଥିଲା। ହେଲେ ଦୁଖର କଥା ଇ କୁଠା ତିଆରି ମୂଲ ହେବାର ଆଏଜ୍‌କେ ୨ ବଛର ବିତିଯାଇଥିଲେ ବି ଦରଖଁଡ଼ିଆ ହେଇ ପଡ଼ିରହିଛେ। ଏନ୍‌ତାଥି ଇ କେନ୍ଦ୍ର ଅଧୀନରେ ଥିବାର ଛାତ୍ରୀଛାତ୍ର ଥାନୀଅ ପ୍ରାଥମିକ ସ୍କୁଲର ଗୁଟେ କୁଠିଥି ବସି ପାଠ୍‌ପଢ଼ୁଛନ୍‌। ଇତାକେ ନେଇ ଗଁାବାସୀ ଆର ଅଭିଭାବକମାନକର ଭିତରେ ଅସନ୍‌ତୋଷ ଭାବ୍‌ ଦେଖ୍‌ବାକେ ମିଲିଛେ। ଗଁାବାସୀ ଅଙ୍ଗନଓ୍ବାଡି କୁଠା ତିଆରି କାମ୍‌ ଯେତେ ଜଲ୍‌ଦି ହେବା ସାରବାକେ ଦାବି କରିଛନ୍‌। ନାଇଁହେଲେ ଆଏବାର ଦିନେ ଗଁାବାସୀ ଆଂଦୋଲନକେ ଉତିରମୁ ବଲି ଚେତାବନୀ ଦେଇଛନ୍‌। ଇ ବାବ୍‌ଦେ ଗୁଡ଼ଭେଲିପଦର ଗଁାର ଓ୍ବାର୍ଡ ମେମର ବିଷ୍ଣୁ ମହଲାକୁଁ ପଚ୍‌ରାଲାରୁ ଇ ଅଙ୍ଗନଓ୍ବାଡି କୁଠା ତିଆରି କାମ୍‌ ସାରବାକେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଆର ବିଡିଓକୁଁ ଅଭିଯୋଗ କରିଛୁଁ। ସେମାନେ ବି କାମ୍‌ ଜଲ୍‌ଦି ସାରବାକେ କଥା ଦେଇଛନ୍‌ ବଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ କନିଷ୍ଠ ଯନ୍ତ୍ରୀ ସେଠୀ ବାବୁକୁଁ ପଚ୍‌ରାଲାରୁ ମୁଇଁ ଠିକାଦରକେ କହିଛେଁ, ସେ ଯେତେ ଜଲ୍‌ଦି ହେବା ତିଆରି କାମ୍‌ ସାରବେ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri