ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ମଧ୍ୟାହ୍ନ ୧୨ଟାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହି ବିକ୍ଷୋଭରେ ବରିଷ୍ଠ କଂଗ୍ରେସ ନେତା ନାରାୟଣ ପରିଡ଼ା, ସୁଧୀର କର୍ଣ୍ଣଙ୍କ ସମେତ ବହୁ ଦଳୀୟ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri