ଦର୍ଶକଙ୍କୁ ପସନ୍ଦ ଆସୁଛି ଓ୍ବେବ ସିରିଜ ‘ଦ କାସିନୋ’

ମୁମ୍ବାଇ: ଜି୫ର ବହୁ ପ୍ରତିକ୍ଷିତ ଥ୍ରିଲର ‘ଦ କାସିନୋ’ ରିଲିଜ ହୋଇ ସାରିଛି। ଏହି ଓ୍ବେବ ସିରିଜକୁ ଦର୍ଶକେ ବେଶ୍‌ ପସନ୍ଦ କରୁଥିବା ଦେଖାଯାଇଛି। କେବଳ ସାଧାରଣ ଦର୍ଶକ ନୁହେଁ ବରଂ ଟେଲିଭିଜନ ଓ ବଲିଉଡ୍‌ କଳାକାରମାନେ ମଧ୍ୟ ଏହି ଶୋ’ର ଖୁବ୍‌ ପ୍ରଶଂସା କରୁଥିବା ଦେଖାଯାଇଛି। ବଲିଉଡ୍‌ କଳାକାର ସୁନିଲ ସେଟ୍ଟି ନିକଟରେ ସୁଧାଂଶୁ ପାଣ୍ଡେଙ୍କ ପ୍ରଶଂସା କରି ଲେଖିଛନ୍ତି, ଅଲ୍‌ ଦ ବେଷ୍ଟ, ଲୁକିଂ ଗୁଡ୍‌। ଏହାପରେ ନିଲ ନିତିନ ମୁକେଶ ମଧ୍ୟ ସୁଧାଂଶୁ ପାଣ୍ଡେଙ୍କ ପ୍ରଶଂସା କରିଛନ୍ତି। ଏହାସହ ଭାରତି ସିଂ ଓ ଗୀତା କପୁର ମଧ୍ୟ ଏହି ଶୋ’କୁ ଦେଖିବାକୁ ଅପିଲ କରିଛନ୍ତି। ଏଥିରୁ ସ୍ପଷ୍ଟ ହେଉଛି କି ଓ୍ବେବ ସିରିଜ ‘ଦ କାସିନୋ’କୁ ଭଲ ରେସ୍‌ପନ୍ସ ମିଳିଛି। ଏହି ଶୋ’ର ମୁଖ୍ୟ ଭୂମିକାରେ ଅଛନ୍ତି କରଣବୀର ବୋହରା, ସୁଧାଂଶୁ ପାଣ୍ଡେ, ମନ୍ଦାନା କରିମି। ଏହାର ନିର୍ଦ୍ଦେଶନା ଓ ପ୍ରଯୋଜନା ଭାର ସମ୍ଭାଳିଛନ୍ତି ହାର୍ଦ୍ଦିକ ଗଜ୍ଜର। ଏହା ଜି୫ରେ ରିଲିଜ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri