Posted inଖେଳ

ଦର୍ଶକଙ୍କ ବିନା ଖେଳାଯିବ ଇଣ୍ଡିଆ ଓପନ

ନୂଆଦିଲ୍ଲୀ,୧୧।୩- ଇଣ୍ଡିଆ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଟୋକିଓ ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟ ପାଇଁ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇଥିବାରୁ ଏହି ଇଭେଣ୍ଟ ବିନା ଦର୍ଶକରେ ଖେଳାଯିବ ବୋଲି ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ରବିବାର କୁହାଯାଇଛି। କରୋନା ଭାଇରସ ଯୋଗୁ ଅନିଶ୍ଚିତତାରେ ଘେରି ହୋଇଯାଇଥିଲା ୪ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଟୁର୍ନାମେଣ୍ଟ। ବାଇ ଓ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ବୁଧବାର ଏକ ମିଳିତ ବିବୃତିରେ ଟୁର୍ନାମେଣ୍ଟ ଧାର୍ଯ୍ୟ ତାରିଖ (ଚଳିତମାସ ୨୪ରୁ ୨୯ )ରେ ଅନୁଷ୍ଠିତ ହେବ। କରୋନା ଭାଇରସରୁ ବଞ୍ଚତ୍ବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ। ଇନ୍ଦୀରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମସ୍ଥିତ କେଡି ଯାଦବ ଷ୍ଟାଡିୟମରେ ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ଖେଳାଯିବ। କିନ୍ତୁ ଖେଳାଳି ଓ ଅଫିସିଆଲଙ୍କ ସୁରକ୍ଷା ଲାଗି କୌଣସି ଦର୍ଶକଙ୍କୁ ଷ୍ଟାଡିୟମ ମଧ୍ୟକୁ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। ପ୍ରଶଂସକମାନେ ୟୁଟ୍ୟୁବ ଓ ହଟଷ୍ଟାର ଭଳି ଅନଲାଇନ ପ୍ଲାଟଫର୍ମରେ ମ୍ୟାଚ୍‌ ଦେଖିପାରିବେ ବୋଲି ବାଇ ସାଧାରଣ ସମ୍ପାଦକ ଅଜୟ କେ ସିଙ୍ଘାନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri