ଦର ବୃଦ୍ଧି ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା (କୋଭିନ୍‌-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ କରାଯାଇଛି। ତେବେ ଏହି ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟବସାୟୀ। କିଛି ଗ୍ରୋସରୀ ଦୋକାନୀ ଦର ଅଧିକ ନେଉଛନ୍ତି। ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରଦାପ ସ୍ବାଇଁ ମଧ୍ୟ ଏ କଥା ସ୍ବୀକାର କରିଛନ୍ତି। ଏହାର ପ୍ରତିକ୍ରିୟାରେ ସେ କହିଛନ୍ତି ଯେ, କିଛି ଦୋକାନୀ ଅଧିକ ଦର ନେଉଥିବା ଆମେ ଜାଣିବାକୁ ପାଇଛୁ। ସେମାନଙ୍କ ଉପରେ ନଜର ରଖିବାକୁ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ବୁଲୁଛି। ଏଭଳି ସମୟରେ ମଣିଷ ପଣିଆ ଦେଖାଇବାକୁ ଦୋକାନୀଙ୍କୁ ଅପିଲ କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri