ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା

ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ଇଣ୍ଡିଆନ ସୋସାଇଟି ଫର୍‌ ରୁରାଲ ଡେଭ୍‌ଲପ୍‌ମେଣ୍ଟ(ଆଇଏସ୍‌ଆରଡି) ଦ୍ୱାରା ପରିଚାଳିତ ଚାଇଲ୍ଡ ଲାଇନ ଦ୍ୱାରା ଆୟୋଜିତ ଏହି ଦସ୍ତଖତ ଅଭିଯାନରେ ମୁଖ୍ୟଅତିଥି ଭାବେ ଏମ୍‌ପି ଚନ୍ଦ୍ରଶେଖର ସାହୁ, ସମ୍ମାନିତ ଅତିଥିଭାବେ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ଚଳିତ ବର୍ଷର ବିଷୟବସ୍ତୁ “ଶିଶୁ ଜମିରେ ନୁହେଁ, ନିଜ ସ୍ବପ୍ନ ଗଢ଼ିବାରେ କାମ କରିବ’କୁ ସଫଳ କରିବାକୁ ଆହ୍ବାନ ଦିଆଯାଇଥିଲା। ବ୍ରହ୍ମପୁର ଚାଇଲ୍ଡ ଲାଇନ ଏବଂ ରେଲଓ୍ବେ ଶିଶୁ ସହାୟତା କେନ୍ଦ୍ରର ସଂଯୋଜକ ସାଇ ପ୍ରସାଦ ସାମଲ ଏବଂ ବୈରାଗୀ ପାତ୍ରଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ବନ୍ୟା ବିପନ୍ନ ଛାତ୍ରୀଛାତ୍ରଙ୍କ ମୁହଁରେ ହସ ଫୁଟାଇଲେ ବ୍ୟାଙ୍କ କର୍ମଚାରୀ ଓ ସ୍ୱେଚ୍ଛାସେବୀ, ଦୀପାବଳିରେ ବାଣ୍ଟିଲେ…

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ବାତ୍ୟା ପରବର୍ତ୍ତୀ ବନ୍ୟା ଗଞ୍ଜାମ ଜିଲାର ଅନେକ ପରିବାରର ଜୀବନକୁ ଦୁର୍ବିସହ କରିଦେଇଛି । ବିପର୍ଯ୍ୟୟରେ ଅନେକ ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ, ଖାତା, କଲମ ଓ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…

ବାପାଙ୍କ ମୃତଦେହ ସହ ୫ ଦିନ ଧରି ଗୋଟିଏ ଘରେ ରହିଲେ ପୁଅ, ଧନତେରସ୍‌ରେ ଝିଅ ପହଞ୍ଚିବା ପରେ….

ଲକ୍ଷ୍ନୌ,୮ା୧୧: ଉତ୍ତରପ୍ରଦେଶର କାନପୁରର ପନକି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହ ତାଙ୍କ ଫ୍ଲାଟ୍‌ରେ ପ୍ରାୟ ୫ ଦିନ ଧରି…

ଦୀପାବଳିରେ ପୁଅ ବିହାନଙ୍କ ମୁହଁ ଦେଖାଇଲେ କ୍ୟାଟ୍ରିନା-ଭିକି, କ୍ୟୁଟ୍‌ ଲୁକ୍‌ରେ ଫ୍ୟାନ୍ସଙ୍କ ମନ ଜିଣିଲେ ଷ୍ଟାର୍‌କିଡ୍‌!

ମୁମ୍ବାଇ,୮ା୧୧: ବଲିଉଡ୍‌ର ଚର୍ଚ୍ଚିତ ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଦୀପାବଳି ଅବସରରେ ନିଜ ପ୍ରଶଂସକଙ୍କୁ ଦେଇଛନ୍ତି ଏକ ବଡ଼ ସରପ୍ରାଇଜ୍‌ । ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?