ଦାଦନ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର,୧୪।୧୧(ଡି.ଏନ.ଏ)-ତାମିଲନାଡ଼ୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ସରନୂଆପଲ୍ଲୀର ସନ୍ତୋଷ ଗୌଡ଼ ପକ୍ଷାଘାତରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ ଘରକୁ ଅଣାଯାଉଥିବା ବେଳେ ବାଟରେ ମୃତ୍ୟୁ ଘଟିଛି। ସନ୍ତୋଷ ଗତ କିଛି ମାସ ହେଲା ତାମିଲନାଡ଼ୁ ଯାଇ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ୩ଦିନ ପୂର୍ବେ ହଠାତ୍‌ ସେ ପକ୍ଷାଘାତରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ । ଆର୍ଥିକ ଅନାଟନ ଯୋଗୁ ସେଠାରେ ତାଙ୍କର ଉପଯୁକ୍ତ ଚିକିସତ୍ା ହୋଇପାରି ନ ଥିଲା ।
ତେଣୁ ଅଧିକ ଚିିକିତ୍ସା ପାଇଁ ତାଙ୍କୁ ଏକ ଆମ୍ବୁଲାନ୍ସରେ ଅଣାଯାଉଥିବା ବେଳେ ବାଟରେ ସନ୍ତୋଷଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଅପରାହ୍ନରେ ମୃତଦେହ ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସନ୍ତୋଷଙ୍କ ପରିବାର ବହୁତ ଗରିବ । ତେଣୁ ତାଙ୍କ ପରିବାରକୁ ତୁରନ୍ତ ସରକାରଙ୍କ ପକ୍ଷରୁ ସନ୍ତୋଷଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାପାଇଁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri