ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ ୬ ଘଣ୍ଟା ପାଇଁ ବନ୍ଦ ରହିଛି। ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳ ଗଣ ପରିଷଦ ପକ୍ଷରୁ ଏହି ଡାକରା ଦିଆଯାଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବଜାର ବନ୍ଦ ରଖିବାକୁ ପରିଷଦ ପକ୍ଷରୁ ଡାକରା ଦିଆଯାଇଛି। ଫଳରେ ଦୋକାନ, ବଜାର, ଗାଡ଼ି ମୋଟର ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି।

ଦୀର୍ଘ ଦିନ ହେଲା ବିସ୍ଥାପିତ ସମସ୍ୟା ଲାଗି ରହିଥିବା ବେଳେ ଏହାର ସମାଧାନ ନିମନ୍ତେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାର ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri