ଦାରିଙ୍ଗବାଡ଼ିରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ବିଡିଓ

ଦାରିଙ୍ଗବାଡ଼ି,୨୬।୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ବ୍ଲକସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଏଥିରେ ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ତଥା ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ ସେ ପରେଡ ପରିଦର୍ଶନ କରିବା ସହ ସାମୁହିକ ପରେଡରେ ଅଭିଭାଦନ ଗ୍ରହଣ କରିଥିଲେ। ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ସମେତ ଅଞ୍ଚଳବାସୀଙ୍କୁ ସମ୍ବୋଧିତ କରିଥିଲେ। ଛାତ୍ରୀଛାତ୍ରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେହିପରି ବିଭିନ୍ନ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ସରକାରୀ ବେସରକାରୀ ବ୍ୟକ୍ତି ବିଶେଷ ଓ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଛି । ଏଥିରେ ଅନ୍ୟ ଅତିଥିଙ୍କ ମଧ୍ୟରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri