ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୭ ମିନିଟ୍‌ରେ ଶବ୍ଦ ହେବା ସହ ଭୂମି ଥରି ଉଠିଥିଲା। ଫଳରେ ଲୋକେ ଭୟଭୀତ ହୋଇ ଘରୁ ପଦାକୁ ବାହାରି ଆସିଥିଲେ। ଲକ୍‌ଡାଉନ ଯୋଗୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମାର୍କେଟ ଖୋଲାରହୁଥିବାରୁ ଲୋକେ ପ୍ରାୟତଃ ଘରେ ରହିଥିଲେ। ଏନେଇ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। କେଉଁଠି କିଛି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ। ମାତ୍ର ଦାରିଙ୍ଗବାଡ଼ିରେ ଭୂମିକମ୍ପ ତୀବ୍ରତା ମାପିବାକୁ କୌଣସି ଯନ୍ତ୍ର ନ ଥିବାରୁ ଏହାର ତୀବ୍ରତା କେତେ ରହିଥିଲା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri