ଦାରିଙ୍ଗବାଡ଼ିରେ ଶୀତ ବଢ଼ିବା ସତ୍ତ୍ୱେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇଛି । ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କୋହଲା ପବନ ସାଙ୍ଗକୁ ଦିନରେ ମଧ୍ୟ ଶୀତ ଅନୁଭୂତ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ଯୋଗୁ ଗାଡ଼ିମଟର ଚଳାଚଳରେ ବାଧାସୃଷ୍ଟି ହୋଇଛି । ଶୀତର ମଜା ନେବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରର ଏକାଧିକ ସ୍ଥାନରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲ୍‌ଭିୟୁ ପାର୍କ ସମେତ ମିଡିୟୁବାନ୍ଦା ଜଳପ୍ରପାତ, କିରିକୁଟି ଲଭର୍ସପଏଣ୍ଟ, ନେଚରପାର୍କ, ଡୁଲୁରୀ ପାଇନ ବଣରେ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଶୀତ ଅନୁଭୁତ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ତୁଷାରପାତ ହେବା ଆଶଙ୍କା କରାଯାଇଛି । ପ୍ରବଳ ଶୀତ ଯୋଗୁ ସ୍ଥାନୀୟ ଲୋକେ କାମଧନ୍ଦା ପାଇଁ ବାହାରକୁ ଯିବା କଷ୍ଟକର ହୋଇପଡୁଥିବା ବେଳେ ଗରିବ ଲୋକଙ୍କୁ କମ୍ବଳ ସହ ଶୀତବସ୍ତ୍ର ପ୍ରଦାନ ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri