ଦାରଙ୍ଗବାଡ଼ି,୧୯ା୨(ଡି.ଏନ.ଏ) – ବୁଧବାରଠାରୁ ମାଟ୍ରିକ୍ ପରୀକ୍ଷା। ଦାରିଙ୍ଗବାଡ଼ି ବ୍ଲକରେ ମୋଟ ୭ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୋଟ ୧,୭୭୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ରେଗୁଲାର ୧୪୩୫ ଜଣ ଛାତ୍ରୀଛାତ୍ର ରହିଥିବା ବେଳେ ଏକ୍ସରେଗୁଲାର ୩୪୧ ଛାତ୍ରୀଛାତ୍ର ରହିଛନ୍ତି। ସେଥିମଧ୍ୟରୁ ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ୨୯୩ ଜଣଙ୍କ ମଧ୍ୟରୁ ରେଗୁଲାର ୧୯୯ , ଏକ୍ସରେଗୁଲାର ୯୪ ଛାତ୍ରଛାତ୍ରୀ ରହିଥିବା ବେଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମୋଟ ୩୦୧ ଜଣ ଙ୍କ ମଧ୍ୟରୁ ୨୫୩ ରେଗୁଲାର ଏବଂ ୪୮ ଏକ୍ସ ରେଗୁଲାର । ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋଟ ୨୪୧ ଜଣଙ୍କ ମଧ୍ୟରୁ ରେଗୁଲାର ୧୯୯ ଏବଂ ଏକ୍ସରେଗୁଲାର ୪୨ ରହିଛନ୍ତି। ସେହିପରି ବୁଡାଗୁଡ଼ା କେନ୍ଦ୍ରରେ ୨୧୯ ଜଣଙ୍କ ମଧ୍ୟରୁ ରେଗୁଲାର ୨୦୨ ଏବଂ ଏକ୍ସ ରେଗୁଲାର ୧୭ ଜଣ ରହିଛନ୍ତି। ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ୨୫୭ ଜଣଙ୍କ ମଧ୍ୟରୁ ୨୧୨ ରେଗୁଲାର ଏବଂ ୪୫ ଏକ୍ସ ରେଗୁଲାର ରହିଛନ୍ତି। ସେହିପରି ବ୍ରାହ୍ମଣୀଗାଁର ଅନ୍ୟ ଏକ ପରୀକ୍ଷା କେନ୍ଦ୍ର ପ୍ରଭାତୀତାରା ବାଳିକା ଉଚ୍ଚ ବିଦ୍ୟାଳୟରେ ୨୫୪ଙ୍କ ମଧ୍ୟରୁ ୨୦୧ ରେଗୁଲାର ଏବଂ ୫୩ ଏକ୍ସରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। କାଟିଙ୍ଗିଆ ଉଚ୍ଚ ବିଦ୍ୟାଳୟରେ ୨୧୧ଜଣଙ୍କ ମଧ୍ୟରୁ୧୬୯ ରେଗୁଲାର ଏବଂ ୪୨ ଏକ୍ସରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ଥାନାରେ ପ୍ରଶ୍ନପତ୍ର ରଖିବା ପାଇଁ ଦୁଇଟି ହବ୍ ଖୋଲାଯାଇଛି । ସେଠାରେ କଡ଼ା ସୁରାକ୍ଷା ମଧ୍ୟରେ ପ୍ରଶ୍ନପତ୍ର ରହିଛି ା ସେହିପରି ବ୍ରାହ୍ମଣୀଗାଁ ଏବଂ ବୁଡାଗୁଡ଼ା ପରୀକ୍ଷାକେନ୍ଦ୍ରରେ କେବଳ ସିସିକ୍ୟାମେରା ଲଗାଯାଇଛି ା ସମସ୍ତ କେନ୍ଦ୍ରରେ ସଂପୃକ୍ତ ପ୍ରଧାନ ଶିକ୍ଷକ ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ରହିଥିବାବେଳେ ଦାରିଙ୍ଗବାଡ଼ି ବିଇଓ ବ୍ରହ୍ମାନନ୍ଦ ରାଉତ ଏବଂ ବିଆରସିସି, ଏବିଇଓ ମାନେ ନିରୀକ୍ଷକ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ମଧ୍ୟ ଉତ୍ସାହ ଦେଖାଯିବା ସହ ଏକାଧିତ୍କ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ଯୋଗୁଁ ଶିକ୍ଷାଦାନ ସଠିକ ଭାବେ କରାଯାଇ ନ ଥିବା
କିଛି ଛାତ୍ରୀଛାତ୍ର କହିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ
ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

