ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚିଠି ସଂଖ୍ୟା:୬୧୭ରେ ଜିଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ସୁବେନ୍ତୀଙ୍କର ୨ରୁ ଅଧିକ ସନ୍ତାନ ଥିବାରୁ ତାଙ୍କ ସଭ୍ୟପଦ ରଦ୍ଦ ପାଇଁ ପ୍ରତିଦ୍ୱନ୍ଦ୍ୱୀ ତାଜୁଙ୍ଗିଆ ସମସତିସଭ୍ୟା ରୁଦା ମଲ୍ଲିକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।
ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ
ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…
ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର
ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…
କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ
ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍ଜିଏନ୍ଆର୍ଇଜିଏସ୍ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…
୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ
ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…
ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…
Archives

