ଦାରୁଦିଅଁଙ୍କ ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୭(ବ୍ୟୁରୋ): ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ତଥା ବିଶ୍ୱର ସମସ୍ତ ଜଗନ୍ନାଥପ୍ରେମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନିଜର ଟୁଇଟର ପୃଷ୍ଠାରେ ଏକ ବାର୍ତ୍ତା ଲେଖି ସେ କହିଛନ୍ତି, ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ୱର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାରକୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥଯାତ୍ରାକୁ ନେଇ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିରହୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଧର୍ମେନ୍ଦ୍ର ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ ଆର୍ଶୀବାଦରୁ ସମସ୍ତଙ୍କ ଜୀବନ କୁସୁମିତ ହେଉ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri