ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ

ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ କରୋନା ଭୟାବହତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ। କୈଠଖଣ୍ଡି ସର୍କଲ ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ସମେତ ସ୍ବତନ୍ତ୍ର ଟାସ୍କ ଫୋର୍ସ ସଦସ୍ୟ ଉପସ୍ଥିତ ରହି ରାସ୍ତାରେ ଯାତଲ୍ରତ କରୁଥିବା ଲୋକଙ୍କୁ ବାଇକ୍‌ ଓ ମୋଟର ଗାଡିରେ ଆସୁଥିବା ଲୋକଙ୍କୁ ଅଟକାଇ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri