Posted inଜାତୀୟ

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ ମନରେ ମମତା ନାହିଁ। ସେ ରାଜ୍ୟର ଗରିବଙ୍କୁ ଅଧିକ ଗରିବ କରି ଚାଲିଛନ୍ତି। ତାଙ୍କ ଶାସନରେ କେବଳ ଗୁଣ୍ଡାରାଜ ଚାଲିଛି। ହିଂସାରେ ଅନେକ ଧନ ଜୀବନ ହାନି ହେବାରେ ଲାଗିଛି। ଏହା ଦିିଦିଙ୍କ ନିର୍ଦ୍ଦେଶରେ ହିଁ ହେଉଛି ବୋଲି ମୋଦି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri