ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ । ଏହାକୁ ଗୋଟିଏ ମୁହୂର୍ତ୍ତ ଛାଡ଼ି ରହିବା ଅସମ୍ଭବ। ତେବେ ମୋବାଇଲର ବହୁଳ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ଆପଣ ଜାଣିଛନ୍ତି ତ! ଏହା ତ୍ୱଚା ଉପରେ କୁପ୍ରଭାବ ପକାଉଥିବା କଥା ଜାଣିଛନ୍ତି ନା ନାହିଁ! କାହା ଉପରେ କିପରି ପ୍ରଭାବ ପକାଉଛି  ସେ ସମ୍ପର୍କରେ  ଟିପ୍ସ…

* ଆଖି ତଳର କଳା ଦାଗ, ମୁହଁ ଶୁଖିଲା, ଚର୍ମ କୁଞ୍ଚନ ଦେଖାଯିବାର ମୁଖ୍ୟ କାରଣ ଫୋନ। ଫୋନକୁ ସବୁବେଳେ ବ୍ୟବହାର କଲେ ଏହି ସମସ୍ୟା ୨୦ ବର୍ଷ ବୟସରୁ ହେବାର ଆଶଙ୍କା ଦେଖାଯାଇଥାଏ।
* ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ମୋବାଇଲ କମ ବ୍ୟବହାର ସହିତ ଆପଣଙ୍କ ତ୍ୱଚାରେ ଘିକୁଆଁରୀ ଜେଲ ମଧ୍ୟ ଲଗାଇ ପାରିବେ। ଏହାକୁ ଲଗାଇ ୧୫ ମିନିଟ ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।
* ଫୋନ ବ୍ୟାକ୍ଟେରିଆର ଗନ୍ତାଘର। କଥା ହେବା ସମୟରେ ମୋବାଇଲ ମୁହଁରେ ଲାଗିବାରୁ ବ୍ୟାକ୍ଟେରିଆ ମୁହଁରେ ଲାଗି ସଂକ୍ରମଣର ବି ଭୟ ଥାଏ। ଏ ନେଇ ଆପଣ ଫୋନକୁ ପ୍ରତିଦିନ ସଫା କରିବା ସହ ଇଅର ଫୋନର ବ୍ୟବହାର କରନ୍ତୁ।
* ମୋବାଇଲର ବହୁଳ ବ୍ୟବହାର ଫଳରେ ତ୍ୱଚା ରଙ୍ଗରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ତେବେ ଉଜ୍ଜ୍ୱଳ ତ୍ୱଚା ପାଇଁ ଶୋଇବାର ୨ ଘଣ୍ଟା ପୂର୍ବରୁ ଫୋନ୍‌ଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri