ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧ ବଲରୁ ୪୦ ରନ୍‌ କରିଥିଲେ। ଏହି ଅବସରରେ ସେ ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିଛନ୍ତି। ଓ୍ବିଲିୟମସନ ୩ୟ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଏହି ମାଇଲଷ୍ଟୋନ ଛୁଇଁଛନ୍ତି। ସେ ୧୩୯ତମ ଦିନିକିଆ ଇନିଂସ୍‌ରେ ଏହି ସଫଳତା ପାଇଛନ୍ତି। ଦିନିକିଆ କ୍ରିକେଟରେ ୬ ହଜାର ରନ୍‌ ପୂରଣ କରିବାରେ ଦକ୍ଷିଣ ଆଫ୍ରିକାର ହାସିମ ଅମ୍‌ଲ (୧୨୩ତମ ଇନିଂସ) ଦ୍ରୁତତମ ବ୍ୟାଟ୍ସମ୍ୟାନ। ତାଙ୍କ ପଛକୁ ଭାରତୀୟ ଅଧିନାୟକ ବିରାଟ କୋହଲି (୧୩୬ତମ) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri