ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏବେ ଚିକିତ୍ସା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ପଡୁଥିବାବେଳେ ଆର୍ଥିକ ସମସ୍ୟା ନେଇ ପରିବାର ଲୋକେ ଚିନ୍ତାରେ ପଡିଯାଇଛନ୍ତି। ଶ୍ରୀ ମଲ୍ଲିକ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସହାୟ,ନିରାଶ୍ରୟ ଲୋକଙ୍କୁ ସବୁବେଳେ ସହାୟତା କରି ପ୍ରଶଂସନୀୟ ହେଉଥିଲେ। ତାଙ୍କର ଏହି ଦୁଃଖଦ ସମୟରେ ଜିଲା ପ୍ରଶାସନ ସମେତ ରାଜ୍ୟ ସରକାର ଉପଯୁକ୍ତ ଚିକିତ୍ସା ସହିତ ଆର୍ଥିକ ସହାୟତା ପ୍ରଦାନ କରିବାକୁ ପରିବାର ବର୍ଗ ନିବେଦନ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri