Posted inଖେଳ

ଦିନେ ପିତାଙ୍କ ସ୍କୁଟରରେ ବସି କ୍ରିକେଟ ଖେଳିବାକୁ ଯାଉଥିଲେ, ଆଜି ଘର ଆଗରେ କୋଟି କୋଟି ଟଙ୍କାର କାର୍‌

ଆଜି କ୍ରିକେଟ ଜଗତର ସବୁଠୁ ଲୋକପ୍ରିୟ ନାଁ ହେଉଛି ବିରାଟ କୋହଲି। ବ୍ୟାଟିଂ ପାଇଁ ପଡିଆରେ ପାଦ ଦେବା ମାତ୍ରେ ବୋଲର୍‌ ଭୟଭୀତ ହୋଇଯାନ୍ତି। ପ୍ରତି ମ୍ୟାଚ୍‌ରେ ସେ କିଛି ରେକର୍ଡ ଭାଙ୍ଗିବା ସହ ଆଉ କିଛି ରେକର୍ଡ କରିଥାନ୍ତି। ତାଙ୍କ ବ୍ୟାଟିଂକୁ ଦେଖିଲେ ଜଣାପଡୁଛି ସେ ଖୁବ୍‌ଶୀଘ୍ର ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୦୦ ଶତକ ରେକର୍ଡ ମଧ୍ୟ ଭାଙ୍ଗିଦେବେ। ଏବେ କୋହଲି ଭାରତର ସବୁଠୁ ଧନୀ କ୍ରିକେଟର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଦିନେ ପିତାଙ୍କ ସ୍କୁଟରରେ ବସି କ୍ରିକେଟ ଏକାଡେମୀ ଯାଉଥିବା ବିରାଟଙ୍କ ପାଖରେ ଆଜି କୋଟି କୋଟି ଟଙ୍କାର କାର୍‌ ଅଛି। କୋହଲିଙ୍କ ପାଖରେ ଥିବା ନାମୀଦାମୀ ଗାଡି ବିଷୟରେ ଜାଣନ୍ତୁ…
କୋହଲି ପାଖରେ ଅଡିର ଲିମିଟେଡ କଲେକ୍ସନ ଆର୍‌୮ ଏଲଏମଏକ୍ସ ଗାଡି ରହିଛି। ଯାହାର ମୂଲ୍ୟ ପାଖାପାଖି ୨.୯୭ କୋଟି ଟଙ୍କା। ସେହିପରି ଅଡିର ଆର୍‌୮ ଭି୧୦ ଏବଂ ଏ୮ଏଲ ଗାଡି ମଧ୍ୟ କୋହଲିଙ୍କ ପାଖରେ ଅଛି ଯାହାର ମୂଲ୍ୟ ଯାଥାକ୍ରମେ ୨ କୋଟି ଏବ୯ ୧.୮୭ କୋଟି ଟଙ୍କା। ଏହାଛଡା ରେନୋ ଡଷ୍ଟର, ଟୋୟଟା ଫର୍ଚୁନର ଗାଡି କୋହଲି ପାଖରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri