ଦିବ୍ୟାଙ୍ଗଙ୍କୁ ମାକ୍ସ ବଣ୍ଟନ

ବାଲିଆପାଳ, ୧୯।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ସଙ୍ଗଠନ ୟୁଥ୍‌ ଡେଭଲପମେଣ୍ଟ ପ୍ରୋଜେକ୍ଟ (ୱାଇଡ଼ିପି) ପକ୍ଷରୁ ଦିବ୍ୟାଙ୍ଗମାନଙ୍କୁ ଏହି ମହାମାରୀରୁ କିପରି ନିଜକୁ ସୁରକ୍ଷିତ ରଖିବେ ସେନେଇ ସଚେତନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବଣିଆଡ଼ିହା ପଞ୍ଚାୟତର ସଦାନନ୍ଦପୁର ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରଭାଇଜର ରମାନାଥ କର ଯୋଗଦେଇ ହାତ ଧୋଇବାର ପ୍ରଣାଳୀ ସମସ୍ତଙ୍କୁ ଶିଖାଇଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ଜିଲା ସଂଯୋଜକ ରବିରଞ୍ଜନ ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ବାଲିଆପାଲ ତହସିଲଦାର ଦୀପକ କୁମାର ଦାସ ଯୋଗଦେଇ ଦିବ୍ୟାଙ୍ଗମାନଙ୍କୁ ମାକ୍ସ ଓ ସାବୁନ ବଣ୍ଟନ କରିଥିଲେ। ଅନୁଷ୍ଠାନ ତରଫରୁ ପୂର୍ବରୁ ନିଖିରା, କୁମ୍ଭାରୀ, ଦେଭୋଗ, ଘଣ୍ଟୁଆ, ଡୁମିଚକ, ଗୁଆପଡ଼ା, ଶ୍ରୀରାମପୁର, ଲଙ୍ଗଳେଶ୍ୱର ଆଦି ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କେସି ହାଇସ୍କୁଲର ୧୯୮୪ ବ୍ୟାଚର ଅମିତା ପାତ୍ର ଏବଂ ସୁମନଶ୍ରୀ ସାହୁ ସହାୟତା କରିଥିବା ବେଳେ ଉପଦେଷ୍ଟା ପ୍ରଣବ କୁମାର ସାହୁ, ସୁଶାନ୍ତ ଗିରି, ଗୋପନାରାୟଣ ଜେନା, ପୂର୍ଣ୍ଣଚନ୍ଦ୍ର ଦାସ ଓ ରଥ ବାରିକ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri