ଦିବ୍ୟାଙ୍ଗଙ୍କୁ ମିଳିଲା ସହାୟତା

ହାଟଡିହୀ, ୩୦।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ୩୭ ନମ୍ବର ଜିଲା ପରିଷଦ ସଦସ୍ୟା ପ୍ରଣତି ଦେଓ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ କରିଛନ୍ତ। ନିଜ ଗ୍ରାମ ଡଅଁର ସମେତ ବିଭିନ୍ନ ଗ୍ରାମକୁ ଚାଲି ଚାଲି ଯାଇ ଭିନ୍ନକ୍ଷମଙ୍କୁ ସାବୁନ, ମାସ୍କ, ଚାଉଳ, ଆଳୁ, ଡାଲି, ଲୁଣ, ବିସ୍କୁଟ ବଣ୍ଟନ କରିଥିଲେ। ତାଙ୍କ ସହ ପ୍ରତାପ ଦେଓ, କନକ ଦେଓ, ଅର୍ଜୁନ ଦେଓ, ଚନ୍ଦ୍ରମଣି ଦେଓ, ପ୍ରଭାସ ଦେଓ, ହିମାଂଶୁ ଦେଓ,ରଞ୍ଜନ ପହି, କିଶୋର ଜେନା, ସୁଧୀର ଜେନା, ମନୋଜ ବେହେରା, ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଶାଳନିଆ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅନାଥ ଚରଣ ନାୟକ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ଆଦିବାସୀ ଇଲାକାରେ ଗରିବ ଦିନ ମଜୁରିଆଙ୍କୁ ଶୁଖିଲା ଖାଦ୍ୟ ଓ ବସ୍ତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri