ଦିବ୍ୟାଙ୍ଗଙ୍କୁ ମିଳିଲା ସହାୟତା

ହାଟଡିହୀ, ୩୦।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ୩୭ ନମ୍ବର ଜିଲା ପରିଷଦ ସଦସ୍ୟା ପ୍ରଣତି ଦେଓ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ କରିଛନ୍ତ। ନିଜ ଗ୍ରାମ ଡଅଁର ସମେତ ବିଭିନ୍ନ ଗ୍ରାମକୁ ଚାଲି ଚାଲି ଯାଇ ଭିନ୍ନକ୍ଷମଙ୍କୁ ସାବୁନ, ମାସ୍କ, ଚାଉଳ, ଆଳୁ, ଡାଲି, ଲୁଣ, ବିସ୍କୁଟ ବଣ୍ଟନ କରିଥିଲେ। ତାଙ୍କ ସହ ପ୍ରତାପ ଦେଓ, କନକ ଦେଓ, ଅର୍ଜୁନ ଦେଓ, ଚନ୍ଦ୍ରମଣି ଦେଓ, ପ୍ରଭାସ ଦେଓ, ହିମାଂଶୁ ଦେଓ,ରଞ୍ଜନ ପହି, କିଶୋର ଜେନା, ସୁଧୀର ଜେନା, ମନୋଜ ବେହେରା, ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଶାଳନିଆ ପଞ୍ଚାୟତର ପୂର୍ବତନ ସରପଞ୍ଚ ଅନାଥ ଚରଣ ନାୟକ, ପୂର୍ବତନ ସମିତି ସଭ୍ୟ ବୀରେନ୍ଦ୍ର ବିଶ୍ୱାଳ ଆଦିବାସୀ ଇଲାକାରେ ଗରିବ ଦିନ ମଜୁରିଆଙ୍କୁ ଶୁଖିଲା ଖାଦ୍ୟ ଓ ବସ୍ତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri