ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।
ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଜଣଙ୍କ ତାଙ୍କ ଭଉଣୀ ଘରେ ରହୁଥିଲେ। ମଙ୍ଗଳବାର ଭଉଣୀ ଓ ଭିଣୋଇ ଜଙ୍ଗଲକୁ କାଠ ଆଣିବା ପାଇଁ ଯାଇଥିବା ସୁଯୋଗରେ ଅଭିଯୁକ୍ତ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ଏନେଇ ଥାନାରେ ଅଭିଯୋଗ ହେବାରୁ ପୋଲିସ ଏକ ମାମଲା(ନଂ.୩୧/୨୦୨୦) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ରାଇରଙ୍ଗପୁର ମେଡିକାଲରେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri