ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର କମିଲା: ପ୍ରତି ୩ ଜଣରେ ଜଣେ ସଂକ୍ରମିତ

ନୂଆଦିଲ୍ଲୀ, ୧୩।୬: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏଠାରେ ଗତ ୧୨ ଦିନ ମଧ୍ୟରେ ମେ ୩୦ଠାରୁ ସଂକ୍ରମଣ ହାରରେ ୨୧ ପ୍ରତିଶତ ବୃଦ୍ଧି ହୋଇଛି। ମେ ୩୦ରେ ସଂକ୍ରମଣ ହାର ୧୪ ପ୍ରତିଶତ ଥିବାବେଳେ ଜୁନ୍‌ ୧୨ରେ ଏହା ୩୫ ପ୍ରତିଶତରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହେଉଥିବା ଆକ୍ରାନ୍ତଙ୍କ ହାର ୮ ପ୍ରତିଶତରୁ କମରେ ପହଞ୍ଚିଛି। ଜୁନ ୧୧ରେ ଏଠାରେ ପ୍ରଥମ ଥର ପାଇଁ ସଂକ୍ରମଣ ହାର ୩୫ରେ ପହଞ୍ଚିଥିଲା। ଶୁକ୍ରବାର ୫ ହଜାର ୯୪୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୨ ହଜାର ୧୩୭ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏବେ ରାଜଧାନୀରେ ପ୍ରତି ୩ ଜଣରେ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri