Posted inଜାତୀୟ

ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ

ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ। ସେମାନଙ୍କ ଶିକ୍ଷକ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଅନ୍ୟ ୮ ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିର୍ମାଣାଧୀନ ବିଲ୍ଡିଂରେ ଏକ କୋଚିଂ ସେଣ୍ଟର ଚାଲିଥିଲା। ଏବେ ବି ୩ ଜଣ ଛାତ୍ର ନିଖୋଜ ଥିବା ଦିଲ୍ଲୀ ଅଗ୍ନିଶମ ବିଭାଗ ମୁଖ୍ୟ ଅତୁଲ ଗର୍ଗ କହିଛନ୍ତି। କୋଠା ଭୁଶୁଡ଼ିବା ଖବର ପାଇଁ ଘଟଣାସ୍ଥଳରେ ୭ଟି ଅଗ୍ନିଶମ ଗାଡ଼ି ପହଞ୍ଚତ୍ଥିଲା। ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri