Posted inଜାତୀୟ

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି। ଫଳରେ ଭାଜପା ୨୦୧୪ ଫଳାଫଳର ପୁନରାବୃତ୍ତି କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ନେତୃତ୍ୱରେ କଂଗ୍ରେସ ଭଲ ପ୍ରଦର୍ଶନ କରିବା ବୋଲି ଆଶା କରାଯାଉଥିଲା। କିନ୍ତୁ ଗୋଟିଏ ବି ଆସନ ଜିତିପାରି ନାହିଁ କଂଗ୍ରେସ। ସେହିପରି ଆପ୍‌କୁ ମଧ୍ୟ ସମାନ ଦଶା ଭୋଗିବାକୁ ପଡିଛି। ପରାଜୟ ପରେ ଜନମତକୁ ସ୍ବୀକାର କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍‌। ସୂଚନାଯୋଗ୍ୟ, ୨୦୧୪ ସାଧାରଣ ନିର୍ବାଚନରେ ମଧ୍ୟ ଦିଲ୍ଲୀର ୭ଟି ଯାକ ଆସନରେ ଭାଜପା ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri