Posted inଜାତୀୟ

ଦିଲ୍ଲୀରେ ପ୍ରଚାର ମଇଦାନକୁ ଓହ୍ଲାଇବେ ଭାଜପାର ୩୭୦ ଏମ୍‌ପି !

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ରହିଛି। ଏବେ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆଦିଙ୍କୁ ଦେଖିବାକୁ ମିଳିଛି। ହେଲେ ଦିଲ୍ଲୀରେ ଏବେ ଆମ ଆଦମୀ ପାର୍ଟି(ଏଏପି) ଓ ଭାଜପା ମଧ୍ୟରେ କଡା ଟକ୍କର ହେବାକୁ ଯାଉଥିବା ବେଳେ ଅଗାମୀ ୪ ଦିନ ପାଇଁ ଭାଜପା ବଡ ଯୋଜନାରେ ରହିଥିବା କୁହାଯାଉଛି। ବାକିଥିବା ୪ ଦିନରେ ଭାଜପାର ସମସ୍ତ ୩୭୦ ଏମ୍‌ପି(ଲୋକ ସଭା ଓ ରାଜ୍ୟ ସଭା)ଦିଲ୍ଲୀର ବସ୍ତିବାସିନ୍ଦାଙ୍କ ସହ ମିଶିବେ। ତେବେ ସଂସଦର ଅଧିବେଶନ ସରିବା ପରେ ଏମାନେ ରାତିରେ ବସ୍ତିବାସିନ୍ଦା ଓ ଦିଲ୍ଲୀର ସାଧାରଣ ନାଗରିକସହ ମିଶିବେ। କର୍ମୀମାନଙ୍କ ସହ ଛୋଟ ଛୋଟ ବୈଠକ ଆୟୋଜନ କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri