Posted inଜାତୀୟ

ଦିଲ୍ଲୀରେ ଫେରୁଛି ଶାନ୍ତି: ରେଖା ଶର୍ମା

ନୂଆଦିଲ୍ଲୀ,୨୮।୨: ପ୍ରାୟ ୫ ଦିନ ପରେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି ବୋଲି କୁହାଯାଉଛି। ଶୁକ୍ରବାର ସକାଳେ ନ୍ୟାଶନାଲ କମିଶନ ଫର୍‌ ଓମେନ୍‌(ଏନ୍‌ସିଡବ୍ଲୁ)ର ମୁଖ୍ୟ ରେଖା ଶର୍ମା ଓ ତାଙ୍କର କେତେଜଣ ସହଯୋଗୀ ଉତ୍ତର-ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳ ପରିଦର୍ଶନରେ ଯାଇଥିଲେ। ସେଠାକାର ସ୍ଥିତିକୁ ଦେଖିବା ପରେ ରେଖା କହିଛନ୍ତି ଦିଲ୍ଲୀରେ ଏବେ ଶାନ୍ତି ଫେରୁଛି। ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବା ଆରମ୍ଭ କରିଛି। ସେଠାରେ ସେ ମହିଳାମାନଙ୍କ ସହ କଥା ହୋଇଥିବା ବେଳେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଏଠାରେ ସ୍ଥିତି ସାମାନ୍ୟ ଉତ୍ତେଜନା ପୂର୍ଣ୍ଣ ରହିଛି। ହେଲେ ଧୀରେ ଧୀରେ ଏହା ସ୍ବାଭାବିକ ହେବାରେ ଲାଗିଛି। ଶନିବାର ମଧ୍ୟ ସେ ପୁଣି ଥରେ ଏହି ଅଞ୍ଚଳ ବୁଲି ଆସିବେ ବୋଲି କହିଛନ୍ତି। ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସେ ଚେଷ୍ଟା କରୁଥିବା ପ୍ରକାଶ କରିଛନ୍ତି। କବିର ନଗର ଓ ବାବରପୁର ଅଞ୍ଚଳରେ ମ୍ୟୁନିସିପାଲିଟି ଦ୍ୱାରା ରାସ୍ତା ସଫେଇ କାମ ଆରମ୍ଭ କରାଯାଇଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri