Posted inଜାତୀୟ

‘ଦିଲ୍ଲୀରେ ଯଦି ଭାଜପା ହାରେ, ଜୀବନରେ କେବେ ନିର୍ବାଚନ ଲଢ଼ିବିନି’

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସନ୍ତା ୧୧ରେ ପ୍ରକାଶ ପାଇବା ପୂର୍ବରୁ ଏକ୍‌ଜିଟ ପୋଲ ପ୍ରକାଶ ପାଇଛି। ତୃତୀୟ ଥର ପାଇଁ ଦିଲ୍ଲୀରେ କ୍ଷମତା ଆସନରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବସିବେ ବୋଲି ବିଭିନ୍ନ ସଂସ୍ଥା ଦ୍ୱାରା ହୋଇଥିବା ଏକ୍‌ଜିଟ ପୋଲରୁ ପୂର୍ବାନୁମାନ କରାଯାଇଛି। କିନ୍ତୁ ଏହାକୁ ଖଣ୍ଡନ କରିଛନ୍ତି ଭାଜପା ନେତା ସୁନୀଲ ଯାଦବ। ନୂଆଦିଲ୍ଲୀ ବିଧାନସଭା ଆସନରୁ କେଜ୍‌ରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢ଼ିଥିବା ସୁନୀଲ କହିଛନ୍ତି, ଏଥର ନିର୍ବାଚନରେ ଭାଜପା ହିଁ ଜିତିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ. ପି. ନଡ୍ଡା ଏବଂ ସଂଗଠନ ମୋ’ ଉପରେ ଭରସା କରିଥିବାରୁ ଧନ୍ୟବାଦ। କେଜ୍‌ରିଓ୍ବାଲଙ୍କ ପରାଜୟ ନିଶ୍ଚିତ। ଭାଜପା ଦିଲ୍ଲୀରେ ସରକାର ଗଢ଼ିବ। ଯଦି ଭାଜପା ହାରେ, ତେବେ ଜୀବନରେ ଆଉ କେବେ ନିର୍ବାଚନ ଲଢ଼ିବିନି, କେବଳ ସଂଗଠନ ପାଇଁ କାମ କରିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri