Posted inଜାତୀୟ

ଦିଲ୍ଲୀରେ ୬୨.୫୯ ପ୍ରତିଶତ ମତଦାନ, ରାତି ପର୍ଯ୍ୟନ୍ତ ଭୋଟିଂ ଚାଲିଥିବାରୁ ଘୋଷଣାରେ ବିଳମ୍ବ: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଗୋଟିଏ ଦିନ ପରେ ନିର୍ବାଚନ ଆୟୋଗ ଭୋଟ ପ୍ରତିଶତ ଘୋଷଣା କରିଛନ୍ତି। ଦିଲ୍ଲୀ ମୁଖ୍ୟ ନିର୍ବାଚନ ଅଧିକାରୀ ରଣବୀର ସିଂ କହିଛନ୍ତି, ଚଳିତ ନିର୍ବାଚନରେ ୬୨.୫୯ ପ୍ରତିଶତ ମତଦାନ ହୋଇଛି। ୨୦୧୫ର ମତଦାନ ହାରଠାରୁ ଏହା ୫ ପ୍ରତିଶତ କମ୍‌। ଗତ ନିର୍ବାଚନରେ ୬୭.୪୭ ପ୍ରତିଶତ ମତଦାନ ହୋଇଥିଲା। ତେବେ ଭୋଟ ପ୍ରତିଶତ ଘୋଷଣାରେ ବିଳମ୍ବ ହେବା ନେଇ ସେ କହିଛନ୍ତି, ରାତି ପର୍ଯ୍ୟନ୍ତ ଭୋଟିଂ ପ୍ରକ୍ରିୟା ଜାରି ରହିଥିବାରୁ ଘୋଷଣାରେ ବିଳମ୍ବ ହୋଇଛି। ସୂଚନାଯୋଗ୍ୟ, ନିର୍ବାଚନ ଶେଷ ହେବାର ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଚୂଡାନ୍ତ ଭୋଟିଂ ପ୍ରତିଶତ ଘୋଷଣା କରିନ ଥିବାରୁ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ସେ ଏହାକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri