ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ନେଇ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏନ୍‌ସିଆର ଅଞ୍ଚଳର ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସାମିଲ ହୋଇଛନ୍ତି। ସେହିପରି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀ, ନଏଡା, ଗାଜିଆବାଦ, ଗୁଡଗାଅଁ ଓ ଫରିଦାବଦ ସମେତ ଆଖପାଖ ଅନ୍ୟ ଜିଲାର ଜିଲାପାଳ ଓ ଡେପୁଟି କମିଶନରଙ୍କ ସହ ଶାହା ଆଲୋଚନା କରିବେ। ଅପରପକ୍ଷେ ଏହି ବୈଠକରେ ବିଭାଗୀୟ ସ୍ତରର ଅଧିକାରୀ ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri