Posted inଜାତୀୟ

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ କରିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମଧ୍ୟ ଦଳର ଏଭଳି ପରାଜୟକୁ ସହଜରେ ଗ୍ରହଣ କରିପାରି ନାହିଁ। ସବୁବେଳେ ନରେନ୍ଦ୍ର ମୋଦି ଏବଂ ଅମିତ ଶାହା ଯୋଡି ଭାଜପାକୁ ଜିତାଇପାରିବେ ନାହିଁ ବୋଲି ସଂଘ ପକ୍ଷରୁ କୁହାଯାଇଛି। ସଂଘର ଇଂରାଜୀ ମୁଖପତ୍ର ‘ଅର୍ଗାନାଇଜର୍‌’ରେ ଦିଲ୍ଲୀରେ ଭାଜପାର ପରାଜୟକୁ ନେଇ ଏକ ସମୀକ୍ଷା ଛପାଯାଇଛି। ସବୁବେଳେ ମୋଦି-ଶାହଙ୍କ ଭରସାରେ ନିର୍ବାଚନ ଲଢାଯାଇପାରିବନି। ୨୦୧୫ ପରେ ଦିଲ୍ଲୀରେ ଦଳ ତୃଣମୂଳ ସ୍ତରରେ କୌଣସି ଉନ୍ନତିମୂଳକ କାର୍ଯ୍ୟ କରିନାହିଁ। ଦଳର ନିର୍ବାଚନ ପ୍ରଚାର ଏବଂ ପ୍ରସାର ଶେଷ ଆଡକୁ ଫିକା ପଡିଯାଇଥିଲା। ଯାହା ଦଳ ପରାଜୟର କାରଣ ପାଲଟିଥିବାବେଳେ ମୁଖପତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri