Posted inଜାତୀୟ

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି। ଭାଜପା ଏବଂ ଶିବସେନା ନିଜ ନିଜ ଜିଦ୍‌ରେ ଅଡ଼ି ବସିଛନ୍ତି। ରାଜ୍ୟର ହାଇଭୋଲଟେଜ୍‌ ରାଜନୀତି ଡ୍ରାମା ଏବେ ଦିଲ୍ଲୀ ପହଞ୍ଚିଛି। ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ରାଜ୍ୟର ରାଜନୈତିକ ସ୍ଥିତି ନେଇ ଆଲୋଚନା ହୋଇଥିବା କୁହାଯାଉଛି। ସେହିପରି ରାଜ୍ୟରେ କଂଗ୍ରେସ ସହିତ ଆସନ ବୁଝାମଣା କରି ନିର୍ବାଚନ ଲଢ଼ିଥିବା ଏନସିପି ମୁଖ୍ୟ ଶରଦ ପାଓ୍ବାର ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ୍‌ କରିବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?