Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ ରୋକିବାକୁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସବୁ ଠିକ୍‌ କରିଦେବେ: ଭାଜପା ମନ୍ତ୍ରୀ

ଲକ୍ଷ୍ନୌ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ହ୍ରାସ କରିବା ଲାଗି ଭାଜପାର ଜଣେ ମନ୍ତ୍ରୀ ଏକ ଅଜବ ଯୁକ୍ତି ବାଢିଛନ୍ତି। ପ୍ରଦୂଷଣରୁ ମୁକ୍ତି ପାଇଁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସନ୍ତୁଷ୍ଟ ହୋଇ ବର୍ଷା କରାଇବେ ବୋଲି ଉତ୍ତରପ୍ରଦେଶ ମନ୍ତ୍ରୀ ସୁନୀଲ ଭରାଲା ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରଦୂଷଣରୁ ବର୍ତ୍ତିବା ପାଇଁ ବର୍ଷା ହେବା ନିହାତି ଜରୁରୀ। ଆମ ପରମ୍ପରା ଅନୁଯାୟୀ, ବର୍ଷା ପାଇଁ ଇନ୍ଦ୍ର ଦେବତାଙ୍କୁ ସନ୍ତୁଷ୍ଟ କରିବା ନିହାତି ଆବଶ୍ୟକ। ତେଣୁ ଯଜ୍ଞ କଲେ ଭଗବାନ ଇନ୍ଦ୍ର ଖୁସି ହେବେ। ତାଙ୍କ କୃପାରୁ ବର୍ଷା ହୋଇ ପ୍ରଦୂଷଣ ହ୍ରାସ ପାଇବ ବୋଲି ଭରାଲା ମତ ଦେଇଛନ୍ତି। ଚାଷୀମାନେ ଫସଲ ଅବଶେଷକୁ କ୍ଷେତରେ ଜାଳି ଦେଉଥିବାରୁ ପ୍ରଦୂଷଣ ବଢୁଛି ଯାହା କୁହାଯାଉଛି ତାହା ଠିକ୍‌ ନୁହେଁ। ଏହା ଏକ ପ୍ରାକୃତିକ ବ୍ୟବସ୍ଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri