ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପି ଆଗରେ; କଂଗ୍ରେସ ଖାତା ଖୋଲିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ସକାଳୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୪ଟି ରେ ଆଗୁଆ ରହିଥିବାବେଳେ ଭାଜପା ୧୫ ଏବଂ କଂଗ୍ରେସ ଗୋଟିଏ ଆସନରେ ଆଗେଇଛି। ସୂଚନାଯୋଗ୍ୟ, ଗତ ବିଧାନସଭା ନର୍ବାଚନରେ ଏଏପି ୬୭ଆସନ ହାତେଇଥିବାବେଳେ ଭାଜପା ୩ଟି ଆସନର ବିଜୟୀ ହୋଇଥିଲା। ତେବେ କଂଗ୍ରେସ ଖାତା ଖୋଲିବାକୁ ସକ୍ଷମ ହୋଇ ପାରି ନ ଥିଲା। ଭୋଟ ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ହୋଇଥିବା ଏକ୍‌ଜିଟ୍‌ ପୋଲ୍‌ରୁ ଏଏପି ସଂଖ୍ୟାଗରିଷ୍ଠତାର ସହ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ପୂର୍ବାନୁମାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri