ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନିଷ୍‌ ସିସୋଡିଆଙ୍କୁ ଭେଟିଛନ୍ତି। ମାଧ୍ୟମିକ ଶିକ୍ଷାର ଉତ୍କର୍ଷ ନିମନ୍ତେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଏବଂ ସଂସ୍କାରମୂଳକ କାର୍ଯ୍ୟକ୍ରମଗୁଡ଼ିକ ଉପରେ ମନ୍ତ୍ରୀ ଦାଶ ବ୍ୟାପକ ଭାବେ ଆଲୋଚନା କରିଥିଲେ। ବିଶିଷ୍ଟ ଶିକ୍ଷା ସଂସ୍କାରକ ସୋନମ୍‌ ଓ୍ବାନ୍‌ଚୁକ୍‌ ଆଲୋଚନା ସମୟରେ ଉପସ୍ଥିତ ଥିଲେ। ମନ୍ତ୍ରୀ ଦାଶ ଦିଲ୍ଲୀର ପଶ୍ଚିମ ବିନୋଦନଗରସ୍ଥିତ ସର୍ବୋଦୟ କନ୍ୟା ବିଦ୍ୟାଳୟ ଏବଂ ପଟ୍ଟପରଗଞ୍ଜସ୍ଥିତ ଅନ୍ୟ ଏକ ସରକାରୀ ଶିକ୍ଷାନୁଷ୍ଠାନ ପରିଦର୍ଶନ କରିଥିଲେ। ସେ ଛାତ୍ରୀଛାତ୍ରଙ୍କ ସହିତ ମତ ବିନିମୟ କରି ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଚାଲିଥିବା ବିଭିନ୍ନ ପରୀକ୍ଷା ନିରୀକ୍ଷା ଉପରେ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri