Posted inଜାତୀୟ

ଦିଲ୍ଲୀ ହିଂସା ଯୋଜନାବଦ୍ଧ ନରସଂହାର: ମମତା

କୋଲକାତା,୨।୩: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କ ପରେ ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀ ଦଙ୍ଗାକୁ ନରସଂହାର ବୋଲି କହିଛନ୍ତି। ସୋମବାର ତୃଣମୂଳ କଂଗ୍ରେସର ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି ଦିଲ୍ଲୀ ଦଙ୍ଗା ଏକ ଯୋଜନାବଦ୍ଧ ନରସଂହାର। ଏହାକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ଶାସନ ଗାଦିରୁ ଭାରତୀୟ ଜନତା ପାର୍ଟି(ଭାଜପା)କୁ ହଟାଇବାକୁ ଦାବି କରିଛନ୍ତି। ସେ କହିଛନ୍ତି ଏବେ ଆମେ ସଂକଳ୍ପ ନେବା କି ଯେପର୍ଯ୍ୟନ୍ତ ଏକଛତ୍ରବାଦ ସରକାରଙ୍କୁ ଆମେ ଗାଦିଚ୍ୟୁତ ନ କରିଛେ ସେପର୍ଯ୍ୟନ୍ତ ଆମେ ଚୁପ୍‌ ବସିବା ନାହିଁ। ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ଶାନ୍ତ କରି ପାରୁ ନ ଥିବା ଭାଜପା ପଶ୍ଚିମବଙ୍ଗରେ ଶାସନ କରିବ ବୋଲି ବାହସ୍ପୋଟ ମାରୁଛି। ସେପଟେ ଉତ୍ତର ପ୍ରଦେଶରେ ଭାଜପା ଶାସନ କ୍ଷମତାରେ ଥିବା ବେଳେ ସେଠାରେ ଲୋକଙ୍କୁ କଥା କହିବାରେ ବି ସ୍ବାଧିନତା ନାହିଁ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri