ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର,୨୯।୨(ନି.ପ୍ର.)
ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ ନେତୃବୃନ୍ଦ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ପ୍ରାକ୍ତନ ବିଧାୟକ ବିନୋଦ ପାତ୍ର, ପ୍ରାକ୍ତନ ଜିଲା କଂଗ୍ରେସ କମିଟି ସଭାପତି ଶଙ୍କର ଦାଶ, ମାଧବ କୁମ୍ଭାର, ଟାଉନ ସଭାପତି ସୁଧୀରପଣ୍ଡା, ରାଜେଶ ମିଶ୍ର, ନିମାଇଁ ପାଣିଗ୍ରାହୀ, ସଂଗ୍ରାମ କେଶରୀ ନାଏକ, ଦୟାନିଧି ସାହୁ, ଧର୍ମେନ୍ଦ୍ର ମେହେର, ରାଜୁ ମେହେର, କୃଷ୍ଣଚନ୍ଦ୍ର ବାଘ, ମହମ୍ମଦ ଇମ୍ରାନ ଓ ପ୍ରେମାନନ୍ଦ ଜଟି ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ...

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri