ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି ପରେ ପିସିସି ଗଠନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ଆସନ୍ତା ୨୪ ତାରିଖ କଂଗ୍ରେସ ଭବନରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ପର୍ଯ୍ୟବେକ୍ଷକ ଗସ୍ତ କରିଥିବା ୩୩ ସାଙ୍ଗଠନିକ ଜିଲାର ରିପୋର୍ଟ ଦେବେ। ପର୍ଯ୍ୟବେକ୍ଷକ ଉକ୍ତ ରିପୋର୍ଟକୁ ଏଆଇସିସି ନିକଟକୁ ପଠାଯିବ। ତେବେ ଅପେକ୍ଷାକୃତ ଛୋଟ କମିଟି ଗଠନ କରାଯିବ ବୋଲି ପିସିସି ସଭାପତି ପଟ୍ଟନାୟକ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଯାଜପୁରରେ ପିଇଓ ସ୍ମିତାରାଣୀ ପରିଡ଼ାଙ୍କ ମୃତ୍ୟୁ ଘଟଣାରେ କଂଗ୍ରେସ ବନ୍ଦ ଡାକରା ଦେବ ନାହିଁ ବୋଲି ସେ କହିଛନ୍ତି। ପିଇଓଙ୍କ ମୃତ୍ୟୁକୁ ନେଇ ରାଜନୈତିକ ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ଘଟଣାର ସତ ବାହାର କରିବାକୁ ଭାଜପା ଓ କଂଗ୍ରେସ ଉଦ୍ୟମ କରୁଥିବାବେଳେ ଘଟଣା ଘୋଡାଇବା ପାଇଁ ବିଜେଡି ଉଦ୍ୟମ କରୁଛି ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri