ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ମହଙ୍ଗା ମାଡ଼! ବଢିଲା…

ନୂଆଦିଲ୍ଲୀ, ୨୩।୧୦: ଦୀପାବଳି ପୂର୍ବରୁ ଅହମ୍ମଦାବାଦର ଡ୍ରାଇଭର ଓ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ପଡ଼ିଛି। ଅଦାନୀ ଗ୍ୟାସ ହଠାତ୍‌ କମ୍ପ୍ରେସ୍ଡ ନ୍ୟାଚୁରାଲ ଗ୍ୟାସ (CNG) ଦର କିଲୋ ପିଛା ୪.୪୫ ଟଙ୍କା ବୃଦ୍ଧି କରିଛି। ପାର୍ବଣ ସମୟରେ ଲୋକେ ସପିଂ ଓ ବୁଲାବୁଲି ପାଇଁ ଯୋଜନା କରୁଥିବା ବେଳେ ଗ୍ୟାସ ଦର ବୃଦ୍ଧି ସେମାନଙ୍କ ବଜେଟ ଉପରେ ପ୍ରଭାବ ପକାଇବ।

ବିଶେଷ କରି ଅଟୋ ଚାଳକ ଏବଂ ଦୈନିକ ରୋଜଗାର ଉପରେ ନିର୍ଭରଶୀଳ ଗାଡ଼ି ଚାଳକଙ୍କ ପକେଟ ଉପରେ ଏହାର ଅଧିକ ପ୍ରଭାବ ପଡ଼ିବା ଆଶଙ୍କା ରହିଛି।

ଏହା ପୂର୍ବରୁ ଅଗଷ୍ଟ ୨୦୨୬ରେ ମଧ୍ୟ କମ୍ପାନୀ CNG ଦର କିଲୋ ପିଛା ୪ ଟଙ୍କା ବଢ଼ାଇଥିଲା। ଏହା ପରେ CNG ଦର ୯୪.୨୦ ଟଙ୍କାରେ ପହଞ୍ଚିଥିଲା। ଏବେ ପୁଣି ଥରେ କିଲୋ ପିଛା ୪.୪୫ ଟଙ୍କା ବୃଦ୍ଧି ପାଇବା ପରେ ଅହମ୍ମଦାବାଦରେ ଅଦାନୀ CNGର ନୂଆ ଦର ୯୮.୪୭ ଟଙ୍କା ହୋଇଛି। ଫଳରେ ପାର୍ବଣ ସମୟରେ ଯାତାୟାତ ଖର୍ଚ୍ଚ ବଢ଼ିବା ନେଇ ଗାଡ଼ି ଚାଳକ ଓ ସାଧାରଣ ଲୋକଙ୍କ ଚିନ୍ତା ବଢ଼ିପାରେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ଆଣିଦେଲା ବନ୍ୟା: ଧୋଇ ହୋଇଗଲା ଶହ ଶହ କୋଟି ଟଙ୍କାର ସମ୍ପତ୍ତି

ଭଞ୍ଜନଗର, ୩୦।୧୦ (ବାବୁଲା ପ୍ରଧାନ)- ବାତ୍ୟା ପରବର୍ତ୍ତୀ ବନ୍ୟା ଭଞ୍ଜନଗର ଅଞ୍ଚଳବାସୀଙ୍କ ପାଇଁ ଅପାର ଦୁଃଖ ଓ ଦୁର୍ଦ୍ଦଶା ଆଣିଦେଇଛି। ଭଞ୍ଜନଗର ସହରବାସୀ ଦୀର୍ଘ ବର୍ଷ ପରେ…

ଶୁବମନ ଗିଲଙ୍କ କପାଳରେ ଲାଗିଛି ଅଜବ ଡିଭାଇସ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅକଲାଣ୍ଡ,୩୦।୧୦: କ୍ରିକେଟ ପଡ଼ିଆରେ ନିଜ ବ୍ୟାଟିଂକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଶୁବମନ ଗିଲ ଏବେ ଏକ ଭିନ୍ନ କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ…

ସ୍ମୃତି ମନ୍ଧାନାକୁ ମେସେଜ୍‌ କରିଥିଲେ ଧୋନୀ, ଖୋଲିଗଲା ବଡ଼ ରାଜ୍‌: ଜାଣନ୍ତୁ କ’ଣ ଲେଖିଥିଲେ

ନୂଆଦିଲ୍ଲୀ,୩୦।୧୦:: ଭାରତୀୟ ମହିଳା କ୍ରିକେଟ ଟିମ ପ୍ରଥମ ଥର ପାଇଁ ଦିନିକିଆ ବିଶ୍ୱକପ ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଥିଲା। ଏହି ଐତିହାସିକ ବିଜୟ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ: ହଂକଂ ସିକ୍ସେସ ଟୁର୍ନାମେଣ୍ଟରେ ଆଜି ମୁହାଁମୁହିଁ ହେବେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ଅକ୍ଟୋବର ୩୦ରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ପ୍ରଥମ ଦିନରେ ଗ୍ରୁପ-ସି’ର…

ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ସମ୍ପର୍କୀୟ ନାବାଳକ: ଅବସ୍ଥା ଗୁରୁତର

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୋଲିସ ଜିଲା ଅନ୍ତର୍ଗତ ଜାମଦା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଶିଶୁକନ୍ୟାଙ୍କୁ ସମ୍ପର୍କୀୟ ନାବାଳକ ବଳାତ୍କାର…

ନନା-ଜେନାଙ୍କ ପତିଆରା ଲଢ଼େଇ: ଭାଜପାରେ ଶୀତଳ ଯୁଦ୍ଧ

ବାଲେଶ୍ୱର,୩୦ା୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ):ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା କିଛି ମାସ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦେବା ପରେ ବାଲେଶ୍ୱର ଭାଜପାରେ ଶୀତଳ ଯୁଦ୍ଧ ତୀବ୍ର ହୋଇଛି।…

କାଲି ୨ ଟ୍ରେନ୍‌ ବାତିଲ, ୧୪ର ଗତିପଥ ପରିବର୍ତ୍ତନ, ଜାଣି ନିଅନ୍ତୁ କେଉଁ କେଉଁ…

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…

ଜୋଲାପୁଟ ଡ୍ୟାମ୍‌ର ୮ ଗେଟ୍‌ ଖୋଲିଲା

ନନ୍ଦପୁର,୨୯ା୧୦(ତୁଷାର କାନ୍ତ ମହାନ୍ତି): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାତାଳୀ ଓ ମାଛକୁଣ୍ଡ ନଦୀ ଦେଇ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ର ଜୋଲାପୁଟ ଜଳଭଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?