Posted inଜାତୀୟ

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ, ପେନଶନଭୋଗୀଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର

ନୂଆଦିଲ୍ଲୀ,୧୮।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀଙ୍କୁ ମୋଦି ସରକାର ଏକ ବଡ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ଉପରେ ମୋହର ଲଗାଯାଇଛି। ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ସହିତ ଏହାକୁ ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି କରାଯାଇଛି।

ବୁଧବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ମହଙ୍ଗା ଭତ୍ତା ବୃଦ୍ଧି ଉପରେ ଅନୁମୋଦନ ମିଳିଛି। ଅକ୍ଟୋବର ପାଇଁ ଦରମା ମହଙ୍ଗା ଭତ୍ତାର ବୃଦ୍ଧି ସହିତ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀଙ୍କୁ ମିଳିବା ସମ୍ଭାବନା ରହିଛି। ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ବକେୟା ଅକ୍ଟୋବର କର୍ମଚାରୀମାନଙ୍କ ଦରମା ସହିତ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମଧ୍ୟ ଦିଆଯାଇପାରେ।

ନବରାତ୍ରୀ ପର୍ବ ୧୫ ଅକ୍ଟୋବରରୁ ଆରମ୍ଭ ହୋଇଛି। ଦଶହରା ୨୪ ଅକ୍ଟୋବରରେ, ଦୀପାବଳ ନଭେମ୍ବର ୧୨ରେ ଅଛି। ଏଭଳି ପରିସ୍ଥିତିରେ, ପାର୍ବଣ ଋତୁରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିରେ ୪୭ ଲକ୍ଷ କର୍ମଚାରୀ ଏବଂ ୬୮ ଲକ୍ଷ ପେନଶନଭୋଗୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ହତ୍ୟାକାଣ୍ଡ: ପତ୍ନୀ, ପୁଅ, ଶାଶୁ-ଶ୍ୱଶୁରଙ୍କ ସମେତ ୭ ଜଣଙ୍କୁ ହତ୍ୟା କଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୧: ବେଙ୍ଗାଲୁରୁରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ସାତ ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଛି; ଏଥିରେ ୭ବର୍ଷର ଜଣେ ବାଳକ ମଧ୍ୟ…

ଦ୍ୱିତୀୟ ଦିନିକିଆ ପଇଁ ଭାରତୀୟ ପ୍ଲେଇଂ-୧୧ରେ ହୋଇପାରେ ବଡ଼ ପରିବର୍ତ୍ତନ: ସିରାଜ୍‌ ଇନ୍‌, ନବି ଆଉଟ୍‌ !

ୱେଲିଂଟନ,୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ନଭେମ୍ବର ୭ରେ ୱେଲିଂଟନ୍‌ର ରିଜିଓନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ପ୍ରଥମ ଦିନିକିଆରେ ବିଜୟୀ ହୋଇ ଭାରତୀୟ…

ଦୀପାବଳି ପୂର୍ବରୁ ସରକାରଙ୍କ ବଡ଼ ଉପହାର, ରାଜ୍ୟ କର୍ମଚାରୀଙ୍କୁ ମିଳିବ ୩୦ ଦିନର ବୋନସ

ନୂଆଦିଲ୍ଲୀ,୬।୧୧: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷ ଲକ୍ଷ କର୍ମଚାରୀଙ୍କୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ରାଜ୍ୟ ସରକାର ୨୦୨୫-୨୦୨୬ ବର୍ଷ ପାଇଁ ୩୦…

୬୦ବର୍ଷରେ ପାଚିକା ଚାକିରିରୁ ଅବସର, ହେଲେ ମିଳୁନି ବାର୍ଦ୍ଧକ୍ୟ ଭତ୍ତା! ଅସନ୍ତୋଷ କୁମୁଦିନୀ

ଅମରପାଲି,୬।୧୧(ପୀତାମ୍ବର ସାହୁ): ଚାକିରିରୁ ଅବସର ନେବାର ୧୦ ମାସ ବିତିଲାଣି । ଆଧାର କାର୍ଡ ଓ ଭୋଟର ପରିଚୟପତ୍ରରେ ବୟସ ୬୦ ବର୍ଷରୁ ଊର୍ଦ୍ଧ୍ୱ । ଏପରିକି…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ସୁସ୍ଥ, ସୁନ୍ଦର ଜୀବନ ପାଇଁ ପରିବେଶ ସୁରକ୍ଷା ଜରୁରୀ

ଜୀବନକୁ ସୁସ୍ଥ ଓ ସୁନ୍ଦର କରିବାକୁ ହେଲେ ଆମକୁ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଶିଳ୍ପାନୁଷ୍ଠାନ ତିଆରି ପାଇଁ ଲକ୍ଷ ଲକ୍ଷ ଗଛ କାଟିବାକୁ…

କିଏ ସେହି ଗୌରିକା, ଯିଏ ଚାହୁଁଛନ୍ତି ଅର୍ଜୁନ ତେନ୍ଦୁଲକର ଚଳିତବର୍ଷ ଯାଆଁଳା ଶିଶୁଙ୍କ ହୁଅନ୍ତୁ ପିତା

ନୂଆଦିଲ୍ଲୀ,୬।୧୧: କ୍ରିକେଟ ଜଗତରେ ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ନିକଟରେ ସାରାଙ୍କ…

ମାତ୍ର ୧୫ ଟଙ୍କାରେ ଜିଓର ଅନ୍‌ଲିମିଟେଡ୍‌ ୫ଜି ଡାଟା ପ୍ୟାକ୍‌, ଚାଲିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌!

ଭୁବନେଶ୍ୱର,୬।୧୧: ରିଲାଏନ୍ସ ଜିଓ ୧୫ ଟଙ୍କାରେ ଏକ ଅନ୍‌ଲିମିଟେଡ୍‌ ୫ଜି ଡାଟା ପ୍ୟାକ୍‌ ଆରମ୍ଭ କରିଛି । ଏହି ପ୍ୟାକ୍‌ର ବୈଧତା ୨୪ ଘଣ୍ଟା ରହିଛି, ଯାହା…

ବିଜୟ ଯେଉଁଠି, ତ୍ରିଷା ସେଇଠି: ହାଇପ୍ରୋଫାଇଲ ବିବାହ ରିସେପ୍ସନରେ ଚର୍ଚ୍ଚାରେ ଷ୍ଟାର ଯୋଡ଼ି

ଚେନ୍ନାଇ,୬।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ବିଜୟ ଏବଂ ଅଭିନେତ୍ରୀ ତ୍ରିଷା କ୍ରିଷ୍ଣନ ପୁଣି ଥରେ ଏକାଠି ନଜର ଆସିଛନ୍ତି। ଚେନ୍ନାଇରେ ଆୟୋଜିତ ଏକ ହାଇପ୍ରୋଫାଇଲ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?