ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ

ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ ହୋଇଛି। ଏହି ପରମ୍ପରା ୧୯୫୭ରୁ ଆରମ୍ଭ ହୋଇଥିଲା। ସେହିପରି ଏନ୍‌ଏସ୍‌ଇରେ ଶୁଭ ମୂହୁର୍ତ୍ତ ଟ୍ରେଡିଂ ୧୯୯୨ଠାରୁ ଅନୁଷ୍ଠିତ ହୋଇଆସୁଛି। ଏହି ଧାର୍ଯ୍ୟ ସମୟରେ ନିବେଶକ ଶେୟାର ବଜାରରେ ନିବେଶ କରିଥାନ୍ତି। ଚଳିତ ଥର ଶୁଭ ମୂହୁର୍ତ୍ତ ଟ୍ରେଡିଂରେ ଅଧିକାଂଶ ନିବେଶକ ଅର୍ଡର କିଣାରେ ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି...

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ

ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri