ଦୁଇଟି ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୧୦ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ୫ ଦିନରେ ଶ୍ରୀନୀଳମାଧବ ଜୀଉ ବିଭିନ୍ନ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାର ପରମ୍ପରା ରହିଛି । ତେବେ ଶନିବାର ଶ୍ରୀ ଜୀଉଙ୍କୁ ସକାଳ ଓ ସନ୍ଧ୍ୟାରେ ୨ଟି ବେଶରେ ସଜ୍ଜିତ କରାଯାଇଥିଲା । କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ନୀଳମାଧବ ଜୀଉଙ୍କୁ ସକାଳୁ ନଟବର ବେଶ ଓ ସନ୍ଧ୍ୟାରେ ଗରୁଡ଼ ଗୋବିନ୍ଦ ବେଶରେ ସଜାଯାଇଛି । ମଙ୍ଗଳ ଆଳତି, ମଇଲମ, ତଡପଲାଗି, ଅବକାଶ ନୀତି ସମ୍ପନ୍ନ ହେବା ସହ ସନ୍ଧ୍ୟାରେ ଗରୁଡ ଦ୍ୱାଦଶୀ ନୀତି ପରେ ଠାକୁରଙ୍କୁ ଗରୁଡ଼ ଗୋବିନ୍ଦ ବେଶରେ ସଜାଯାଇଥିଲା । ଠାକୁରଙ୍କ ଏହି ବେଶ ଦେଖିବାକୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା। ଶୁକ୍ରବାର ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ

ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା…

ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟିଦେଲେ…

ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ…

ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ

ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ…

ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…

ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ…

ଧରପଗଡ଼ ଜୋରଦାର୍‌: ସଟ୍ଟା କାରବାର, କିଙ୍ଗ୍‌ପିନ୍‌ ସମେତ ୪ ଗିରଫ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍‌ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍‌ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା…

ହାତୀଙ୍କୁ ଆକ୍ରମଣ, ହଇରାଣ କରି ଭିଡିଓ ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ୪ ଯୁବକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲା ବନବିଭାଗ

କେନ୍ଦୁଝର,୬।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ହାତୀକୁ ଆକ୍ରମଣ କରି ହଇରାଣ କରିବା ଏବଂ ଭିଡିଓ ଉତ୍ତୋଳନ କରି ସାମାଜିକ ମିଡିଆରେ ପ୍ରସାରଣ କରିବା ଘଟଣାରେ ବନ ବିଭାଗ…

କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ…

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri