Posted inଖେଳ

ଦୁଇଥର ଡିଫେଣ୍ଡିଂ ଚାମ୍ପିୟନଙ୍କୁ ହରାଇଲେ ଓପେଲ୍‌କା

ଓ୍ବାଶିଂଟନ,୨୫।୭(ଏଏଫ୍‌ପି)- ଆମେରିକୀୟ ରିଲି ଓପେଲ୍‌କା ଆଟଲାଣ୍ଟ ଓପନର ଦ୍ୱିତୀୟ ରାଉଣ୍ଡରେ ଜନ ଇସ୍ନରଙ୍କୁ ୭-୬(୭/୨), ୬-୭(୫/୭), ୭-୬(୭/୫) ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ପରାଜୟ ଯୋଗୁ ଇସ୍ନର ଗତ ୧୦ ବର୍ଷରେ ପ୍ରଥମ ଥର ପାଇଁ ଏହି ଇଭେଣ୍ଟରୁ ଶୀଘ୍ର ବିଦାୟ ନେଇଛନ୍ତି। ଗତ ୧୦ ସଂସ୍କରଣରେ ଇସ୍ନର ଏଠାରେ ୯ ଥର ଫାଇନାଲ ଖେଳିଛନ୍ତି। ପୂର୍ବରୁ ଅଣସିଡ୍‌ ଓପେଲ୍‌କା ଅଷ୍ଟ୍ରେଲିଆନ ଓପନ ଓ ନ୍ୟୁୟର୍କ ଓପନରେ ଇସ୍ନରଙ୍କୁ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?