ଦୁଇହାତ ନ ଥିବା ଦିବ୍ୟାଙ୍ଗ ଇଞ୍ଜିନିୟରିଂ ଛାତ୍ରୀ ଗୋଡ଼ରେ ଇଭିଏମ୍‌ ବଟନ ଦବାଇ କଲେ ମତଦାନ

ଭୋପାଳ,୨୯।୪: ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଭୋଟରଙ୍କ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ଦେଖାଦେଇଛି ଉତ୍ସାହ। ମଧ୍ୟପ୍ରଦେଶ ଜବଲପୁରରେ ଇଞ୍ଜିନିୟରିଂ ଦିବ୍ୟାଙ୍ଗ ଛାତ୍ରୀ ଭବାନୀ ଯାଦବ ଭୋଟ ଦେଇଛନ୍ତି। ଭବାନୀଙ୍କ ଦୁଇ ହାତ ନାହିଁ। ସେ ଗୋଡ଼ ଆଙ୍ଗୁଳିରେ ଇଭିଏମ୍‌ ବଟନ ଦବାଇ ମତଦାନ କରିଛନ୍ତି। ତାଙ୍କ ଗୋଡ଼ ଅଙ୍ଗୁଳିରେ କାଳି ଲଗାଇବା ଲାଗି ପୋଲିଂ ବୁଥ୍‌ର ନିର୍ବାଚନ ଅଧିକାରୀ ତଳେ ବସିଥିବା ଦେଖିବାକୁ ମିିଳିଛି। ଭବାନୀଙ୍କ ଉତ୍ସାହକୁ ଉପସ୍ଥିତ ଲୋକେ ବେଶ୍‌ ପ୍ରଶଂସା କରିଥିଲେ। ଭବାନୀ ମତଦାନ କରୁଥିବା ଫଟୋ ସୋସିଆଲ ମିଡ଼ିଆରେ ଅପଲୋଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ,…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri