ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ପଡୋଶୀ ମହିଳା କଳିଗୋଳ ଲାଗିବା ବେଳେ ଜଣେ ଅନ୍ୟଜଣଙ୍କୁ ଠେଙ୍ଗାରେ ପିଟିଥିଲେ। ଏଥିରେ ଦାନ୍ଗୀ ସୋରେନ (୪୨)ନାମ୍ନୀ ମହିଳାଙ୍କ ମୃତ୍ୟୁ ହୋଇଛି। ପୋଲିସ ଏହାର ତଦନ୍ତ କରି ଅଭିଯୁକ୍ତ ମହିଳା ଦୁଲି ହେମ୍ରମ(୩୨)ଙ୍କୁ ଗିରଫ କରିଛି।
ଥାନାର ତଦନ୍ତକାରୀ ସେକେଣ୍ଡ ଅଫିସର ଅଜୟ କୁମାର ରାଉଳ ଏହି ସୂଚନା ଦେଇ କହିଛନ୍ତି ଯେ, ଠେଙ୍ଗାମାଡରେ ଗୁରୁତର ଆହତ ହୋଇଥିବା ଅବସ୍ଥାରେ ଦାନ୍ଗୀଙ୍କୁ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଆସିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଏ ନେଇ ଏକ ମାମଲା ( ନଂ.୧୩୯/୧୯) ରୁଜୁ କରି ତଦନ୍ତ କରିଥିଲା। ବାଉଁଶୁଣି ଗାଁର ଅଭିଯୁକ୍ତ ଦୁଲି ହେମ୍ରମଙ୍କୁ ପଚରାଉଚୁରା ପରେ ତାଙ୍କୁ ଗିରଫ କରାଯାଇଛି।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
Archives


