ଦୁଇ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା ଅନୁସାରେ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଚିଲଦା ଗ୍ରାମରେ ରାଜମିସ୍ତ୍ରୀ କାମକରୁଥିବା ଈଶ୍ୱର ମହାନ୍ତ ଏକ ବାଇକ୍‌ରେ ଯାଉଥିଲେ। ବାଂଶପାଳ ବ୍ଲକ ଶୁଆକାଠି ଗ୍ରାମର ବିଶ୍ୱଜିତ ସାହୁ(୨୫) ଅନ୍ୟ ଏକ ବାଇକ୍‌ରେ ବିପରୀତ ଦିଗରୁ ଆସୁଥିବାବେଳେ ସା ୭ଟାରେ ଉଭୟଙ୍କ ମଧ୍ୟରେ ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣାସ୍ଥଳରେ ଈଶ୍ୱର ମହାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ବିଶ୍ୱଜିତ ସାହୁ ଗୁରୁତର ଆହୋତ ହୋଇଛନ୍ତି। ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ବିଶ୍ବଜିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବୁଧବାର ସକାଳେ ଈଶ୍ୱରଙ୍କ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଏନେଇ ପୋଲିସ ଟାଉନ ଥାନାରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri