ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଲିଭିଗଲା ୩ ଜଣଙ୍କ ଜୀବନଦୀପ

ବାଲିଆପାଳ,୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖାଳମୁହାଣି ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ତିନି ଜଣଙ୍କ ଜୀବନଦୀପ ଲିଭିଯାଇଛି। ମୃତକମାନେ ହେଲେ ଜଳେଶ୍ୱର ଥାନା ଅନ୍ତର୍ଗତ ଶାଳୀକୋଠା ଗାଁର ରାଜେଶ ବେହେରା ଓ ବାଲିଆପାଳ ଥାନା ସାନମହିଷାଡ଼ି ଗାଁର ଶଙ୍କର ପଣ୍ଡିତ ଓ ଗଙ୍ଗାଧର ପାତ୍ର। ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ବାଲିଆପାଳ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଦ୍ରୁତଗତିରେ ଗାଡ଼ି ଚଳାଇବାରୁ ଦୁର୍ଘଟଣା ଘଟିଥିବା ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଘଟଣାସ୍ଥଳରେ ବାଲିଆପାଳ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri