ଦୁଇ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା, ୧୦ା୩(ସ୍ବ. ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ଦେଉଳିଆ ସାହିର ଜଣେ ଓ ନୂଆଖମଣ ଢ଼ିପା ସାହିର ଜଣେ ଯୁବକଙ୍କ ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ରାଜନଗର ଦେଉଳିଆ ସାହିର ଅକ୍ଷୟ କୁମାର ଦାଶଙ୍କ ପୁଅ ଅର୍ଦ୍ଧେନ୍ଦୁ ଦାଶ ଓ ନୂଆଖମଣ ଢ଼ିପାସାହିର ମୁନା ନାଏକ।
ସୂଚନା ଅନୁଯାୟୀ, ଦୁହେଁ ମିଶି କୌଣସି ଏକ ଢ଼ାବାରୁ ଖାଇ ସୋମବାର ବିଳମ୍ବିତ ରାତିରେ ଘରକୁ ଫେରି ବାନ୍ତି କରିବା ପରେ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଅର୍ଦ୍ଧେନ୍ଦୁଙ୍କୁ ସୋମବାର ରାତିରେ ପ୍ରଥମେ ତୁରୁମୁଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଉଥିବା ବେଳେ ମୃତ୍ୟୁ ଘଟିଛି। ମୁନା ରାଜନଗର ଅନ୍ଧାରୀ ମନ୍ଦିର ନିକଟରେ ଟଳି ପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ହୋଇଛି। ତୁରୁମୁଙ୍ଗା ଥାନାଧିକାରୀ ବରେନ୍ଦ୍ର ଶିଆଲ


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri